Jyotisa Shastra – ୨୦୨୧ ମସିହା ନୂଆ ବର୍ଷରେ ଏହି ୮ଟି ରାଶିରେ ହେବ ଧନର ବର୍ଷା
ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସବୁବେଳେ ସମସ୍ତ ଙ୍କର ସମାନ ସମୟ ନ ଥାଏ l ତେଣୁ ଏହି ସମୟର ଗ୍ରହ ନକ୍ଷତ୍ର ଅନୁସାରେ ରାଶି ନକ୍ଷତ୍ର ଆଦିର ନିର୍ଧାରଣ କରାଯାଏ l ଆଉ ସେହି ରାଶି ଅକ୍ଷର ଅନୁସାରେ ମଧ୍ୟ ପିଲାର ନାମ କରଣ କରାଯାଏ l ଜ୍ୟୋତିଷ ଶାସ୍ତ୍ରରେ ରାଶି ସଂଖ୍ୟା ବାର ଅଟେ l ଏହି ରାଶି ଗୁଡିକରେ ଗ୍ରହ ଚଳନ ଆଉ ଗ୍ରହ ମାନଙ୍କର ଅବସ୍ଥିତି ଅନୁସାରେ ଏହି ରାଶି ମାନଙ୍କର ଶୁଭ ସମୟ ଏବଂ ଖରାପ ସମୟ ଚାଲି ଥାଏ l
ଆସନ୍ତା 2021 ପାଖରୁ ଏହି ବର୍ଷ ପର୍ଯ୍ୟନ୍ତ ପୁରା ବଦଳି ଯିବ l ଏହି ରାଶି ରେ ସମସ୍ତ ଦେବତା ମାନେ ସବୁବେଳେ ନିଜର ଶୁଭ ସମୟ ଅନୁସାରେ ହୋଇ ଚାଲିଥଏ l l ଗ୍ରହର ସିଧା ଗତି 2021 ଠାରୁ ଆରମ୍ଭ ହୋଇଛି ଆଉ ଏହିପରି ଗତି ପ୍ରାୟ ଚଳିତ ବର୍ଷ ପର୍ଯ୍ୟନ୍ତ ରହିବ l ଏହି ଗ୍ରହ ଦ୍ୱାରା କେତେକ ରାଶିର ବ୍ୟକ୍ତି ମାନେ ଅତ୍ୟନ୍ତ ଭାଗ୍ୟ ଶାଳୀ ହୋଇ ଉଠିବେ l
1,ମେଷ ରାଶି :- ଏହି ରାଶି ନୂଆ ବର୍ଷ ପାଖରୁ ଭାଗ୍ୟ ଖୋଲିବ l l ଏହି ରାଶିର ବ୍ୟକ୍ତି ଧନ ଯୋଗ ରହିଛି l ଏହି ରାଶି ର ବ୍ୟକ୍ତିଙ୍କର ବନ୍ଧୁ ମିଳନ ଯୋଗ ରହିଛି l
2 ବୃଷ ରାଶି :-ଏହି ରାଶିର ବ୍ୟକ୍ତି ଙ୍କର ଚାକିରୀ ଯୋଗ ରହିଛି, ବ୍ୟବସାୟ ରେ ଅବନତି ହୋଇ ପରେ l
3, ମିଥୁନ ରାଶି :-ଏହି ରାଶିର ବ୍ୟକ୍ତି ଯଦି ଚାକିରୀ ଖୋଜୁଥିଲେ ତେବେ ସେମାନଙ୍କୁ ଅତି ସହଜରେ ଚାକିରୀ ମନ ମୁତାବକ ମିଳିଯିବ l
4,କର୍କଟ ରାଶି :-ଏହି ରାଶି ରେ ଅନେକ ପରିବର୍ତ୍ତନ ହେବ l ଘରେ ଆପଣଙ୍କର ସୁଖ ଶାନ୍ତି ବୃଦ୍ଧି ହେବ l ଆଉ ସବୁ କ୍ଷେତ୍ରରେ ଉନ୍ନତି ଘଟିବ l
5 ସିଂହ ରାଶି :-ଏହି ରାଶି ରେ ଦାମ୍ପତ୍ୟ ସମ୍ପର୍କ ଭଲ ରହିବ l ପ୍ରେମ ସମ୍ପର୍କ ବଢ଼ି ପାରେ l
6, କନ୍ୟା ରାଶି :-ଆୟ ଯୋଗ ବଢିବ, ଘରେ ସୁଖ ଶାନ୍ତି ସମୃଦ୍ଧି ହେବ l
7, ତୁଳା ରାଶି :- ଏହି ରାଶିର ବ୍ୟକ୍ତି ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ l ଚାକିରୀ ଯୋଗ ରହିଛି l
8 ବିଛା ରାଶି :-ସମାଜରେ ଆପଣକୁ ମାନ ସମ୍ମାନ ମିଳିବାର ସମ୍ଭାବନା ରହିଛି l
9 ଧନୁ ରାଶି :-ଏହି ରାଶିରେ ବ୍ୟକ୍ତି ମାନଙ୍କର ଜୀବନରେ ଧନ ବୃଦ୍ଧି ସହିତ ଆଉ ଘରେ ଶୁଭ ଘଟଣା ଘଟିବ l
10 ମକର :-ଏମାନଙ୍କୁ ସବୁବେଳେ ଶୁଭ ଖବର ମିଳିବ l
11, କୁମ୍ଭ ରାଶି :-ଆପଣ ଙ୍କର ଚୁରି ଓ ସ୍ଥାନାନ୍ତର ହୋଇପାରେ l
12, ମୀନ ରାଶି :-ଏମାନେ ଧର୍ମ ଅଧିକ କରିବେ l ଶାନ୍ତ ରେ ବର୍ଷ ସାରା ରହିବେ l
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।