ଓଡିଶାର No-1 ୟୁଟୁବର Rupa Pintu ଙ୍କ ଏଥର ବିଦେଶ ଯାତ୍ରା.. ଆମେ ଚାଲିଲୁ ସୁରଟ ଆଉ ଫେରିବୁନି ଓଡିଶା… ମାତ୍ର 4 ଘଣ୍ଟାରେ 36 Million ରୁ ଅଧିକ ଲୋକ ଦେଖି ସାରିଲେଣି…
ବର୍ତ୍ତମାନ ର ଏହି ଅତ୍ୟାଧୁନିକ ତଥା ଟେକ୍ନୋଲୋଜି ର ଦୁନିଆଁ ରେ ସୋସିଆଲ ମିଡ଼ିଆ ସହ ଆମେ ସମସ୍ତେ ଉତପ୍ରତ ଭାବରେ ଯୋଡ଼ିତ ।ଆଉ ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ର ସମସ୍ତ ଘଟଣା ଆମେ ଏହି ସୋସିଆଲ ମିଡ଼ିଆ ଦ୍ୱାରା ହିଁ ଜାଣିପାରି ଥାଉ।ଆଉ ଏହି ସୋସିଆଲ ମିଡ଼ିଆ ବର୍ତ୍ତମାନ ଆମ ସମସ୍ତ ଙ୍କ ପାଇଁ ଏହିପରି ଏକ ପ୍ଲାଟଫାର୍ମ ସାଜିଛି ଯାହା ଦ୍ୱାରା ଲୋକମାନେ ତାଙ୍କର ନିଜ ଗୁଣ କୁ ସମସ୍ତ ଙ୍କ ଆଗରେ ପରିପ୍ରକାଶ କରିପାରୁଛନ୍ତି। ଏବଂ ସେମାନେ ଙ୍କୁ ଲୋକପ୍ରିୟତା ମିଳିବା ସହ ରୋଜଗାର ର ଏକ ରାସ୍ତା ମଧ୍ୟ ମିଳିଯାଉଛି।
ଆପଣ ମାନେ ସମସ୍ତେ ଓଡ଼ିଶା ରେ ଅତି ପରିଚିତ ଓଡ଼ିଆ ୟୁ ଟ୍ୟୁବ ଚ୍ୟାନାଲ “ରୁପା ପିଣ୍ଟୁ ଖୁସି ଏକ୍ସପ୍ରେସ” ବିଷୟ ରେ ଜାଣିଥିବେ ନିଶ୍ଚିତ। ନିଜର ସୁନ୍ଦର୍ ବ୍ୟକ୍ତିତ୍ଵ ସାଙ୍ଗକୁ ସୁନ୍ଦର୍ ଡାନ୍ସ ଦେଖାଇ ମ୍ୟୂଜିକ୍ ଭିଡିଓ ଜରିଆରେ ଲୋକ ମାନଙ୍କ ଭିତରେ ସେମାନଙ୍କର ମନରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରି ପାରିଛନ୍ତି ଏବଂ ବେଶ୍ ଲୋକପ୍ରିୟ ହୋଇ ପାରିଛନ୍ତି ରୂପା ଏବଂ ପିଣ୍ଟୁ।
ତେବେ ମନୋରଂଜନ ଦୁନିଆର ଏକ ଲୋକପ୍ରିୟ ଯୋଡି ଭାବରେ ରୂପା ଏବଂ ପିଣ୍ଟୁ ଲୋକଙ୍କର ବେଶ୍ ପସନ୍ଦର ଯୋଡି ହୋଇ ପାରିଛନ୍ତି। ସେମାନେ ଏବେ ଏକ ସେଲିବ୍ରିଟି ଯୋଡି। ଏବେ ମ୍ୟୁଜିକ ଭିଡିଓ ଇଣ୍ଡଷ୍ଟ୍ରି ରେ ଏହି ଦୁଇ ଯୋଡି ବେଶ୍ ପରିଚିତ ଚେହେରା ଭାବରେ ଉଭା ହୋଇଛନ୍ତି। ସେମାନେ ତାଙ୍କ ଟାଲେଣ୍ଟ କୁ ଦେଖାଇ ଲୋକଙ୍କ ହୃଦୟକୁ ଛୁଇଁଲା ଭଳି ଗୀତ କରୁଛନ୍ତି।
ଆଉ ସେମାନଙ୍କର ଲୋକପ୍ରିୟତା ବି ଏବେ ବହୁତ୍ ଅଧିକ ରହିଛି।ତେବେ ସେମାନେ ହେଉଛନ୍ତି ସମସ୍ତଙ୍କର ପ୍ରିୟ ରୂପା ଏବଂ ପିଣ୍ଟୁ। ସେମାନଙ୍କର ଅନେକ ମ୍ୟୁଜିକ ଭିଡିଓ ଆପଣ ଦେଖିବାକୁ ପାଉଥିବେ।ସେମାନଙ୍କ ଯୋଡି ମଧ୍ୟ ବହୁତ୍ ଜବରଦସ୍ତ ଯୋଡି ଅଟନ୍ତି।
ଉଭୟଙ୍କୁ ଅଗଣିତ ଦର୍ଶକ ଭଲ ପାଆନ୍ତି ଏବଂ ସେମାନଙ୍କ ପ୍ରସଂଶକ୍ ସଂଖ୍ୟା ମଧ୍ୟ ଅଧିକ। ତେବେ ସେମାନେ ମ୍ୟୁଜିକ ଭିଡିଓ ର ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। ଅନ୍ୟ ମାନଙ୍କ ଭଳି ମ୍ୟୁଜିକ ଭିଡିଓ ଇଣ୍ଡଷ୍ଟ୍ରି ରେ ତାଙ୍କର ଚାହିଦା ବେଶ୍ ଅଧିକ ରହିଛି।ଲୋକେ ଏସବୁ ଭିଡିଓ କୁ ବେଶ୍ ପସନ୍ଦ କରୁଛନ୍ତି।ଏହି ଯୋଡ଼ି ମ୍ୟୁଜିକ ଭିଡିଓ ରୁ ବେଶ୍ ପପୁଲାର୍ ହୋଇ ପାରିଛନ୍ତି।
ଏବେ ସେମାନେ ବ୍ଲଗ ଭିଡିଓ ମାଧ୍ଯମରେ ଲୋକଙ୍କ ସହିତ ତାଙ୍କର ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରୁଛନ୍ତି। ସେହିପରି ଏବେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁ ଭିଡିଓ ରେ ଆପଣ ଦେଖିବାକୁ ପାଇବେ ରୂପା ପିଣ୍ଟୁ ସୁରଟ ଯାଉଛନ୍ତି ତାଙ୍କର ଆପ୍ କମିଙ୍ଗ୍ ମ୍ଯୁଜିକ୍ ଭିଡିଓ ସୁଟ୍ କରିବା ପାଇଁ। ଯାହାର କିଛି ଝଲକ ପିଣ୍ଟୁ ତାଙ୍କର ବ୍ଲଗ ରେ ଆଣିଛନ୍ତି ଦର୍ଶକ ମାନଙ୍କ ପାଇଁ। ତେବେ ସେମାନେ ଫ୍ଲାଇଟ୍ ରେ ଯିବା ର ଏକ୍ସପିରିଏନ୍ସ ବିଷୟ ସେ ସମସ୍ତ ଙ୍କ ସହିତ ସେୟାର କରିଛନ୍ତି। ସେମାନେ ପ୍ରଥମେ ଦିଲ୍ଲୀ ଏବଂ ଦିଲ୍ଲୀରୁ ସୁରଟ ଯାଇଛନ୍ତି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଛି ।