ତୁଳସୀ ଗଣନାଟ୍ୟ ର Sad Love Song ” ସରୁନି ଗପ କି ସରୁନି ପାପ “… ମାତ୍ର 4 ଘଣ୍ଟାରେ ୮୯ Million ରୁ ଅଧିକ ଲୋକ ଦେଖି ସାରିଲେଣି.
ଆଜି ଆମେ ଯାତ୍ରା ଜଗତ ସହ ଜଡ଼ିତ ଏକ ସୁନ୍ଦର୍ ଦୃଶ୍ୟକୁ ଆପଣଙ୍କୁ ଦେଖାଇବୁ। ଆପଣ ଜାଣିଛନ୍ତି ଓଡ଼ିଶାରେ ଯଲିଉଡ ଇଣ୍ଡଷ୍ଟ୍ରି ବା ଯାତ୍ରା ଜଗତର ଲୋକପ୍ରିୟତା ବେଶ୍ ଅଧିକ ରହିଛି। କୌଣସି ପର୍ବ ପର୍ବାଣୀ ପଡ଼ିଲେ ଅନେକ ଗାଆଁ ଏବଂ ସହର ମାନଙ୍କରେ ଯାତ୍ରା ହେବାଟା ଥୟ। ତେବେ ଅନେକ ଯାତ୍ରା ପ୍ରେମୀ ଅଛନ୍ତି ଯେଉଁମାନେ ଯାତ୍ରା ଦେଖିବାକୁ ଖୁବ୍ ଭଲ ପାଆନ୍ତି। ଯାତ୍ରା ପ୍ରତି ସେମାନଙ୍କ ମନରେ ରହିଛି ଏକ ଅହେତୁକ ଅନୁକମ୍ପା ଭଲ ପାଇବା ଏବଂ ଭାବ।
ଯଦି ଆମେ ଓଡ଼ିଶାର ଯାତ୍ରା ଜଗତର କଥା କହିବା ତେବେ ଏଥିପାଇଁ ଅନେକ ପାଗଳପ୍ରାୟ ଅଟନ୍ତି। ଅନେକ କଳାକାର ମାନେ ସେମାନଙ୍କ ଅଭିନୟ ର ଯାଦୁରେ ଲୋକଙ୍କୁ ଯେମିତି କିମିଆ କରି ରଖିଛନ୍ତି।
ତାଙ୍କ ଅଭିନୀତ ଅପେରା ପଡିଲେ ଲୋକେ ଧାଇଁ ଯାଆନ୍ତି ଯେମିତି ବି ହେଉ ସେ ଯାତ୍ରାକୁ ଦେଖିବା ପାଇଁ।ଅନେକ ସମୟରେ ସେମାନେ ତାଙ୍କର ଅଭିନୟ ସାଙ୍ଗକୁ ସୁନ୍ଦରତା ଏବଂ ଆକର୍ଷଣୀୟ ଲୁକ୍ସ ପାଇଁ ଦର୍ଶକଙ୍କୁ ଆକର୍ଷିତ କରିଥାନ୍ତି। ତେବେ ସେମାନଙ୍କ ବିଷୟରେ ଅନେକ ପ୍ରସଂଶକ ଜାଣିବାକୁ ଆଗ୍ରହ କରିଥାନ୍ତି ଏବଂ ସେମାନଙ୍କ ପ୍ରତି ଦର୍ଶକ ମାନଙ୍କର ଏକ ଭିନ୍ନ ଧରଣର ଭଲପାଇବା ବି ରହିଥାଏ।
ତେଣୁ ଯାତ୍ରା ଜଗତର କଳାକାର ମାନଙ୍କୁ ପାଖରେ ପ୍ୟାଣ୍ଡେଲ ରେ ଦେଖିବାକୁ ପାଇ ଦର୍ଶକ ବେଶ୍ ଖୁସି ହୁଅନ୍ତି।ଆପଣମାନେ ଯଦି ଯାତ୍ରା ପ୍ରେମୀ ହୋଇଥିବେ ତେବେ ଯାତ୍ରା ତ ନିଶ୍ଚୟ ଦେଖିବାକୁ ଭଲ ପାଉଥିବେ ଏବଂ ଯାତ୍ରା ଦେଖିବାକୁ ବି ଯାଉଥିବେ।
ଯାତ୍ରାରେ ରହିଥାଏ ଏକ ଭିନ୍ନ ଧରଣର ମନୋରଂଜନ ର ଛୁଙ୍କ।ଯାତ୍ରା ଆରମ୍ଭ ହେବା ପୂର୍ବରୁ ରହିଥାଏ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ। ଯାହାକୁ ଦେଖିବାକୁ କିଛି ସ୍ଵତନ୍ତ୍ର ଦର୍ଶକ ବେଶ୍ ଭଲ ପାଆନ୍ତି। କାରଣ ଏହା ହେଉଛି ମେଲୋଡି ଏବଂ ରେକର୍ଡ ଡାନ୍ସ ର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଆଉ ଏହି ସମୟରେ ମଝିରେ ମଝିରେ ହୋଇଥାଏ ଆଙ୍କରୀଙ୍ଗ। ଯାହାକୁ ଶୁଣି ହସି ହସି ଗଡି ଯାଆନ୍ତି ଦର୍ଶକ। ବହୁତ୍ ମଜାଦାର ଢଙ୍ଗରେ ଉଭୟ ମେଲ୍ ଏବଂ ଫିମେଲ ଆଙ୍କର ଏହାକୁ ଉପସ୍ଥାପନ କରିଥାନ୍ତି।ଏହାକୁ ଦେଖିବାକୁ ଏବଂ ମଜା ନେବାକୁ ବି ଦର୍ଶଙ୍କର ମନରେ ଏକ ଭିନ୍ନ ଉତ୍ସାହ ଭରି ରହିଥିବା ଦେଖିବାକୁ ମିଳିଥାଏ।
ଏବେ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି ତାହା ଏବେ ବେଶ୍ ଭାଇରାଲ ହେଉଛି।ଏହା ଏକ ଏମିତି ସୀଙ୍ଗୀଙ୍ଗ ଭିଡିଓ ତାକୁ ଯିଏ ବି ଦେଖୁଛି ସେ ବେଶ୍ ଖୁସି ହେଉଛି।ଆପଣ ଏହି ଭିଡିଓ ଟି ଦେଖିଲେ ଜାଣି ପାରିବେ ଯେ ଏହା କେତେ ମଜାଦାର କେତେ ଆକର୍ଷଣୀୟ ଏବଂ ମନଛୁଆଁ ଅଟେ।ଏଠାରେ ଗାୟକ ଗାୟିକା କେଡେ ସୁନ୍ଦର୍ ଭାବରେ ଯାତ୍ରା ପେଣ୍ଡାଲ ପାର୍ଶ୍ଵରେ ବସି ଏକ ସୁନ୍ଦର୍ ରୋମାଣ୍ଟିକ ଗୀତ ଗାଉଥିବାର ନଜର ଆସିଛନ୍ତି।
ଆଉ ଏହି ଗୀତରେ ଯାତ୍ରା ପେଣ୍ଡାଲ ରେ ହିରୋ ହିରୋଇନ୍ ଏବଂ ଅନ୍ୟ ଯାତ୍ରା ଡାନ୍ସର ମାନେ ନୃତ୍ୟ କରୁଛନ୍ତି। ତେବେ ଦୁଇ ମେଲ୍ ଏବଂ ଫିମେଲ ସିଙ୍ଗର ଏଠାରେ ଗାଉଥିବା ଗୀତଟି ହେଉଛି, ତୁ ଅଛୁ ମୋ ପାଖେ ମୁଁ ଅଛି ତୋ ପାଖେ ଆଆମେ ଭିଜିଯିବା ପ୍ରେମବର୍ଷାରେ । ତେବେ ସେମାନେ କଳିଙ୍ଗଗଣନାଟ୍ୟର ଏକ ଅପେରା ଯାହାର ନାମ ‘ସରିଗଲା ରାତି ସରୁନି ଗପ’ ରେ ଏହି ସୁନ୍ଦର୍ ଲଭ୍ ସଙ୍ଗ ଟି ଗାଇଛନ୍ତି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।